e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ

ଭୁବନେଶ୍ଵର: e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଯେଉଁମାନେ e-KYC କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ୬୭ ହଜାର ହିତାଧିକାରୀ କେଓ୍ୱାଇସି କରିନାହାନ୍ତି । ଏବେ ଆଉ ସମୟ ନାହିଁ । ଏବେବି କେଓ୍ୱାଇସି କରି ନ ଥିବା ଲୋକଙ୍କ…