ବଢିଲା ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି
ଭୂବନେଶ୍ଵର: ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି ବଢ଼ିଲା । ଇ-ମେଧାବୃତ୍ତି, ବ୍ୟାସକବି ଫକୀରମୋହନ ଭାଷାବୃତ୍ତି ଆବେଦନ ଅବଧି ବୃଦ୍ଧି । ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଅବଧି ମଧ୍ୟ ବଢ଼ିଲା । ଆବେଦନ ଅବଧି ଅକ୍ଟୋବର ୨୪ ତାରିଖକୁ ବୃଦ୍ଧି କଲା ଉଚ୍ଚ ଶିକ୍ଷା ବିଭାଗ । ଯୋଗ୍ୟ ଛାତ୍ରଛାତ୍ରୀମାନେ www.scholarship.odisha.gov.inରେ ଆବେଦନ କରିପାରିବେ । ସୂଚନା ଅନୁସାରେ, ଉଚ୍ଚଶିକ୍ଷା ବିଭାଗ ଦ୍ଵାରା ୨୦୨୫-୨୬ ଶିକ୍ଷାବର୍ଷ…
