ପୋଲିସ SI ପରୀକ୍ଷା ମହାଘୋଟାଲା; ଜାରି ହେଲା ଲୁକ୍‌ଆଉଟ୍‌ ସର୍କୁଲାର

ବ୍ରହ୍ମପୁର: ପୋଲିସ SI ପରୀକ୍ଷା ମହାଘୋଟାଲାରେ ଜାରି ହେଲା ଲୁକ୍‌ଆଉଟ୍‌ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ୍ ଆଉଟ ସର୍କୁଲାର ଜାରି । ଲୁକ୍ ଆଉଟ୍‌ ସର୍କୁଲାର ଜାରି ହେବା ସହ ଆକାଉଣ୍ଟ ଫ୍ରିଜ୍‌ କଲା କ୍ରାଇମବ୍ରାଞ୍ଚ । ଏପରିକି ସର୍କୁଲାର ଜାରି ପରେ ଶଙ୍କର ପୃଷ୍ଟି, ମୁନ୍ନା ମହାନ୍ତିଙ୍କ ସମେତ ୧୦ ଜଣଙ୍କ ଆକାଉଣ୍ଟକୁ ଫ୍ରିଜ କରିଛି କ୍ରାଇମବ୍ରାଞ୍ଚ। ଅନ୍ୟପକ୍ଷେ ୪ଟି ସ୍ପେଶାଲ ଟିମ୍‌ ଅଭିଯୁକ୍ତମାନଙ୍କୁ ଧରିବା…

କ୍ରାଇମବ୍ରାଞ୍ଚ ରେଡ୍ ପରେ ମୁହଁ ଖୋଲିଲେ ବାଣିକ ମୁଖ୍ୟ, କହିଲେ…

ଭୁବନେଶ୍ଵର: ‘ବାଣିକ’ ନାଁରେ ଅଭିଯୋଗକୁ ଖଣ୍ଡନ କଲେ ମୁଖ୍ୟ ସୁବ୍ରତ ଛାଟୋଇ । ‘ବାଣିକ୍‌’ର ପୋଲିସ SI ପରୀକ୍ଷା ଘୋଟାଲରେ ସମ୍ପୃକ୍ତି ନାହିଁ ବୋଲି କହିଲେ ସୁବ୍ରତ । ମୁଁ କିମ୍ବା ମୋର କୌଣସି ଷ୍ଟାଫ୍‌ ଏଥିରେ ସମ୍ପୃକ୍ତ ନାହାନ୍ତି । ରାଜନୈତିକ ଉଦ୍ଦେଶ୍ୟ ରଖି ବାଣିକ୍‌କୁ ଟାର୍ଗେଟ୍‌ କରାଯାଉଛି । ଯଦି ପ୍ରମାଣ ଅଛି ମୋତେ ବାନ୍ଧି କୋର୍ଟରେ ପ୍ରମାଣିତ କରନ୍ତୁ ବୋଲି କହିଛନ୍ତି ବାଣୀକ ମୁଖ୍ୟ ସୁବ୍ରତ…

SI ଘୋଟାଲା, ବଣିକ କୋଚିଂ ସେଣ୍ଟରରେ କ୍ରାଇମବ୍ରାଞ୍ଚର ଚଢାଉ

ଭୁବନେଶ୍ଵର: ଭୁବନେଶ୍ଵରରେ ପ୍ରତିଷ୍ଠିତ ‘ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍‌ । ପୋଲିସ SI ନିଯୁକ୍ତି ଘୋଟାଲା ଲିଙ୍କ୍‌ରେ ଚାଲିଛି ରେଡ୍‌ । ଭୁବନେଶ୍ବର ସିଆର୍‌ପି ଛକରେ ଥିବା ବଣିକ ସେଣ୍ଟର ଉପରେ ରେଡ୍‌ । ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସିଂ ଅଭିଯୋଗରେ ଛାନଭିନ୍‌ । ପଞ୍ଚସଫ୍ଟ ମୁଖ୍ୟ ଶଙ୍କର ପୃଷ୍ଟିଙ୍କର ‘ବଣିକ’ ମାଲିକଙ୍କ ସହ ସମ୍ପର୍କ ଥିବା ନେଇ ସୂଚନା ମିଳିଛି । ବିଜୟନଗର ଯାଉଥିବା ପରୀକ୍ଷାର୍ଥୀଙ୍କ ଭିତରୁ…

SI କେଳେଙ୍କାରୀ, ଗିରଫ ହେଲେ ଆଉ ୨ ଅଭିଯୁକ୍ତ

ଭୁବନେଶ୍ଵର: ଓଡିଶା ପୋଲିସ SI ଚାକିରି କେଳେଙ୍କାରୀ । ଗିରଫ ହେଲେ ଆଉ ୨ ଅଭିଯୁକ୍ତ । କିଛି ସମୟ ମଧ୍ୟରେ ୨ ଗିରଫ ଦଲାଲଙ୍କୁ କୋର୍ଟ ଚାଲାଣ କରାଯିବ । ସେଥିପାଇଁ ଡିଜିଟାଲ ତଥ୍ୟ ଯୋଗାଡ଼ରେ ଲାଗିପଡ଼ିଛି କ୍ରାଇମବ୍ରାଞ୍ଚ । ତେବେ SI କେଳେଙ୍କାରୀ ମାମଲାରେ ବଢିଲା ଗିରଫଦାରୀ ସଂଖ୍ୟା । ପୂର୍ବରୁ ୧୧୪ ପରୀକ୍ଷାର୍ଥୀ ଓ ୩ ଦଲାଲ ଗିରଫ ହୋଇଥିବା ବେଳେ ଏବେ ଆଉ ୨…

SI ପରୀକ୍ଷା କେଳେଙ୍କାରୀ: ରତ୍ନପ୍ରଭାଙ୍କୁ ତଦନ୍ତ ଦାୟିତ୍ବ

ଭୁବନେଶ୍ବର: SI ପରୀକ୍ଷା କେଳେଙ୍କାରୀ । ରତ୍ନପ୍ରଭାଙ୍କୁ ତଦନ୍ତ ଦାୟିତ୍ବ  । କ୍ରାଇମବ୍ରାଞ୍ଚ DSP ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ତଦନ୍ତ ଦାୟିତ୍ବ । ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ସମସ୍ତ ମାମଲାର ତଦନ୍ତ କରିବେ ରତ୍ନପ୍ରଭା । ସେହିପରି ସୁପରଭାଇଜିଂ ଅଫିସର ଭାବେ କ୍ରାଇମବ୍ରାଞ୍ଚ SP ଅନୀଲ ବେଉରିଆଙ୍କୁ ମଧ୍ୟ ମିଳିଲା ବଡ ଦାୟିତ୍ବ । ସେପଟେ SI ପରୀକ୍ଷା କେଳେଙ୍କାରୀ ମାମଲାରେ ଜେରାର ସମ୍ମୁଖୀନ ହୋଇଛନ୍ତି ସିଲିକନ ମାଲିକ…

ପୋଲିସ SI ପରୀକ୍ଷା ଜାଲିଆତି ଘଟଣା; ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି

ଭୁବନେଶ୍ଵର: SI ପରୀକ୍ଷା ନେଇ ବିଜେଡିର ଅଭିଯୋଗ ଉପରେ ଜବାବ ରଖିଛନ୍ତି ଆଇନ ମନ୍ତ୍ରୀ । ବିଜେଡି ଶାସନରେ ପ୍ରଶ୍ନ ପତ୍ର ଲିକ୍‌ଠୁ ଆରମ୍ଭ କରି ନକଲି ପରୀକ୍ଷାର୍ଥୀ ଧରା ପଡ଼ିଥିଲେ । ୨୪ ବର୍ଷ ଭିତରେ କେତେ ଆକ୍ସନ ନେଇଛନ୍ତି ଆଗ ବିଜେଡି ଉତ୍ତର ଦେଉ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ । ସେ ଆହୁରି କହିଛନ୍ତି, ତାଙ୍କ ସମୟରେ ସରକାର ଓ ବିଜେଡି ପ୍ରୋତ୍ସାହନରେ…

SI ପରୀକ୍ଷା ଜାଲିଆତି: ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କ୍ରାଇମବ୍ରାଞ୍ଚ

ବ୍ରହ୍ମପୁର: ପୋଲିସ SI ପରୀକ୍ଷା ଜାଲିଆତିରେ ବଡ଼ କାର୍ଯ୍ୟାନୁଷ୍ଠାନ । ୧୧୭ ପରୀକ୍ଷାର୍ଥୀଙ୍କ ସହ ୨ ଦଲାଲଙ୍କୁ ଗିରଫ କଲା ବ୍ରହ୍ମପୁର ପୋଲିସ । ରାତି ସାରା କ୍ରାଇମବ୍ରାଞ୍ଚ ଓ ବ୍ରହ୍ମପୁର ପୋଲିସର ଜେରା ପରେ ୧୧୯ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ୧୧୯ ଜଣଙ୍କୁ ଆଜି କୋର୍ଟ ଚାଲାଣ କରାଯିବ । ପରୀକ୍ଷାରେ ଜାଲିଆତି ପାଇଁ ହାଇଦ୍ରାବାଦ ଯିବାବେଳେ ୧୧୯ ଜଣ ଧରାପଡ଼ିଥିଲେ । ଆନ୍ଧ୍ର…

ଅକ୍ଟୋବର ୪ ଓ ୫ରେ ହେବ ପୋଲିସ SI ପରୀକ୍ଷା

ଭୁବନେଶ୍ଵର: ଅକ୍ଟୋବର ୪ ଓ ୫ରେ ହେବ ପୋଲିସ SI ପରୀକ୍ଷା । OMR ସିଟ୍‌ ଜରିଆରେ ହେବ ଲିଖିତ ପରୀକ୍ଷା । SI ରାଙ୍କ୍‌ର ସମସ୍ତ CPSE-୨୦୨୪ ପରୀକ୍ଷା ହେବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପରୀକ୍ଷା ଅନୁଷ୍ଠିତ ହେବ । ଏନେଇ ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସେପ୍ଟେମ୍ବର ୨୦ ପରଠୁ ଡାଉନ୍‌ଲୋଡ୍‌ କରିପାରିବେ ଆଡମିଟ୍‌ କାର୍ଡ । odishapolice.gov.inରୁ…