ଗିରଫ ହେଲେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍
ନୂଆଦିଲ୍ଲୀ: ଗିରଫ ହେଲେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ । ଜାତୀୟ ସୁରକ୍ଷା ଆଇନ୍ ବଳରେ ଗିରଫ କଲା ଲଦାଖ ପୋଲିସ । ଲେହରେ ବ୍ୟାପକ ହିଂସା ପାଇଁ ସୋନମ ୱାଙ୍ଗଚୁକ୍ ଗିରଫ । ଉସୁକାଇବା ଭଳି ଭାଷଣ ଦେବା ଅଭିଯୋଗରେ ଗିରଫ ହେଲେ ସୋନମ ୱାଙ୍ଗଚୁକ୍ । ଲେହରେ ହିଂସାତ୍ମକ ସଂଘର୍ଷରେ ଚାରି ଜଣ ଯୁବକଙ୍କ ମୃତ୍ୟୁ ଘଟିଛି ଏବଂ ପ୍ରାୟ ୯୦ ଜଣ ଆହତ ହୋଇଛନ୍ତି। ହିଂସା…
