ଆନ୍ଦୋଳନରେ ବସିଛନ୍ତି ‘ଆମ ବସ୍’ ଡ୍ରାଇଭର, ଯାତ୍ରୀ ହନ୍ତସନ୍ତ
ଭୁବନେଶ୍ୱର: ‘ଆମ ବସ୍’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ । ୪୨ ଦିନ ହେବ ଦରମା ମିଳି ନଥିବାରୁ ଡ୍ରାଇଭରଙ୍କ ଆନ୍ଦୋଳନ । ପୋଖରୀପୁଟ ଡିପୋରେ ଆନ୍ଦୋଳନ କାରଣରୁ ଅଟକିଛି ୪୩ଟି ବସ୍ । ଓଭର ଡ୍ୟୁଟି ଚାପ, ESI ସମସ୍ୟା, ସାପ୍ତାହିକ ଛୁଟି ମିଳୁନଥିବା ଅଭିଯୋଗ । ସାମାଜିକ ସୁରକ୍ଷା ବିନା ଗାଡ଼ି ଚଳାଉଛନ୍ତି ଆମ ବସ ଚାଳକମାନେ । ୪୨ ଦିନ ହୋଇଯାଇଥିଲେ ବି ଦରମା ପାଇନାହାଁନ୍ତି…
