ସରିଲା ସୁଭଦ୍ରା ସମୀକ୍ଷା ବୈଠକ, ବଡ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ସୁଭଦ୍ରା’ ସମୀକ୍ଷା ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା । ମୃତ ଓ ଜୀବିତ ନେଇ ଆମେ ସ୍ବାସ୍ଥ୍ୟ ବିଭାଗ ତଥ୍ୟକୁ ଗ୍ରହଣ କରିବୁ । ଯୋଗାଣ ବିଭାଗ ଦେଇଥିବା ତଥ୍ୟ ଗ୍ରହଣ କରିବୁ ନାହିଁ । ୨ ଲକ୍ଷ ୮୫ ହଜାର ମହିଳାଙ୍କ କ୍ଷେତ୍ରରେ ଫିଲ୍ଡ ଏନ୍କ୍ବାରୀ ହେବ । ୧୫ ହଜାର ମହିଳାଙ୍କୁ ନେଇ ସନ୍ଦେହ ସୃଷ୍ଟି ହୋଇଥିଲା । ସ୍ବାସ୍ଥ୍ୟ ବିଭାଗ ପ୍ରାୟ…
