ଟ୍ୟାକ୍ସି ଡ୍ରାଇଭର ମୃତ୍ୟୁ: ୪ ଗିରଫ
ଭୁବନେଶ୍ୱର: ଭୁବନେଶ୍ୱର ଚନ୍ଦକା ଜଙ୍ଗଲ ରାସ୍ତା କଡ଼ରୁ ଟ୍ୟାକ୍ସି ଡ୍ରାଇଭର ବିଦ୍ୟାଧର ସାହୁ ମୃତ୍ୟୁ ଘଟଣା । ୪ ଜଣଙ୍କୁ ଗିରଫ କଲା ବଡଗଡ଼ ଥାନା ପୋଲିସ। ଗିରଫ ଅଭିଯୁକ୍ତ ମାନେ ହେଲେ ଏନ ଦିଲ୍ଲୀପ କୁମାର, ରମେଶ ଚନ୍ଦ୍ର ବେହେରା, କେ ରବୀନ୍ଦ୍ର ଏବଂ ଦୀପକ କୁମାର ସାହୁକା। ସମସ୍ତ ଅଭିଯୁକ୍ତଙ୍କ ଘର ଗଜପତି ଜିଲ୍ଲାରେ ବୋଲି ସୋମବାର ପୋଲିସ କମିଶନର ପ୍ରେସ୍ମିଟ୍ କରି ସୂଚନା ଦେଇଛନ୍ତି ।…
