କ୍ରାଇମବ୍ରାଞ୍ଚ ରେଡ୍ ପରେ ମୁହଁ ଖୋଲିଲେ ବାଣିକ ମୁଖ୍ୟ, କହିଲେ…
ଭୁବନେଶ୍ଵର: ‘ବାଣିକ’ ନାଁରେ ଅଭିଯୋଗକୁ ଖଣ୍ଡନ କଲେ ମୁଖ୍ୟ ସୁବ୍ରତ ଛାଟୋଇ । ‘ବାଣିକ୍’ର ପୋଲିସ SI ପରୀକ୍ଷା ଘୋଟାଲରେ ସମ୍ପୃକ୍ତି ନାହିଁ ବୋଲି କହିଲେ ସୁବ୍ରତ । ମୁଁ କିମ୍ବା ମୋର କୌଣସି ଷ୍ଟାଫ୍ ଏଥିରେ ସମ୍ପୃକ୍ତ ନାହାନ୍ତି । ରାଜନୈତିକ ଉଦ୍ଦେଶ୍ୟ ରଖି ବାଣିକ୍କୁ ଟାର୍ଗେଟ୍ କରାଯାଉଛି । ଯଦି ପ୍ରମାଣ ଅଛି ମୋତେ ବାନ୍ଧି କୋର୍ଟରେ ପ୍ରମାଣିତ କରନ୍ତୁ ବୋଲି କହିଛନ୍ତି ବାଣୀକ ମୁଖ୍ୟ ସୁବ୍ରତ…
