ପୂରଣ ହେବ ଖାଲି ଥିବା କୁଳପତି ପଦ

ଭୁବନେଶ୍ଵର: ଖାଲି ଥିବା କୁଳପତି ପଦ ପୂରଣ ନେଇ ରାଜ୍ୟପାଳଙ୍କ ବଡ଼ ସୂଚନା । ୨/୩ ମାସ ମଧ୍ୟରେ ପୂରଣ ହେବ ଖାଲିଥିବା ସବୁ କୁଳପତି ପଦ । ଅଧିକାଂଶ ବିଶ୍ବବିଦ୍ୟାଳୟରେ ଇନ୍‌ଚାର୍ଜ ଭିସି ପାଇଁ ପାଠପଢ଼ାରେ ଗୁରୁତର ବାଧା । ରାଜ୍ୟର ମୋଟ୍ ୧୭ଟି ବିଶ୍ବବିଦ୍ୟାଳୟରୁ ୧୩ଟିରେ ନାହାନ୍ତି କୁଳପତି । ତେବେ ସାମ୍ବାଦିକଙ୍କ ସହ ସ୍ବତନ୍ତ୍ର ଆଲୋଚନା ବେଳେ ଏନେଇ ରାଜ୍ୟପାଳଙ୍କ ସୂଚନା । ସ୍କୁଲ ଡ୍ରପ୍…