ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହେଲେ ମହାକାଳପଡ଼ା ତହସିଲଦାର
କେନ୍ଦ୍ରାପଡା: ଗିରଫ ହେଲେ ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ତହସିଲଦାରଙ୍କ ଆୟ ଠାରୁ ୧୯୦% ସମ୍ପତ୍ତି ଅଧିକ ଥିବା ନେଇ ସୂଚନା ମିଳିଛି । ଗତକାଲି ରେଡ୍ ବେଳେ ବିପୁଳ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ୪ କୋଠା, ୭ ପ୍ଲଟ୍, ୧୮ ଲକ୍ଷ ଜମା, ନଗଦ ଦେଢ଼ ଲକ୍ଷ ଟଙ୍କା ଜବତ କରିଥିଲା…
