ସରିଲା ନିର୍ବନ୍ଧ, ଏହି ଦିନ ବିବାହ କରିବେ ବିଜୟ-ରଶ୍ମୀକା
ଚେନ୍ନାଇ: ଲୁଚି ଲୁଚି ନିର୍ବନ୍ଧ କରିନେଲେ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ଅବିନେତା ବିଜୟ ଦେବରକୋଣ୍ଡା । ପରିବାର ଏବଂ ନିକଟତର ବନ୍ଧୁମାନଙ୍କ ଉପସ୍ଥିତିରେ ଦକ୍ଷିଣ ସିନେ ସୁପରଷ୍ଟାର ବିଜୟ ଦେବରକୋଣ୍ଡାଙ୍କ ସହ ରଶ୍ମିକାଙ୍କ ନିର୍ବନ୍ଧ ହୋଇଥିବା ଜଣାପଡ଼ିଛି। ଜାତୀୟ ଗଣମାଧ୍ୟମ ସଂସ୍ଥା ଅନୁଯାୟୀ, ଉଭୟ ୨୦୨୬ ଫେବୃଆରୀରେ ବିବାହ କରିବାକୁ ଯାଉଛନ୍ତି ବୋଲି ସୂଚନା ମିଳିଛି। ଯଦିଓ ଉଭୟଙ୍କ ପକ୍ଷରୁ ଏପର୍ଯ୍ୟନ୍ତ ସେମାନଙ୍କର ବିବାହ କିମ୍ବା ନିର୍ବନ୍ଧ ସଂକ୍ରାନ୍ତରେ ଘୋଷଣା ହୋଇନାହିଁ।…
