ରହସ୍ୟ ଘେରରେ ଜୁବିନ୍ ଗର୍ଗଙ୍କ ମୃତ୍ୟୁ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ
ନୂଆଦିଲ୍ଲୀ: ପ୍ରସିଦ୍ଧ ଗାୟକ ଜୁବିନ୍ ଗର୍ଗଙ୍କ ମୃତ୍ୟୁ ଏବେବି ରହସ୍ୟ ଘେରରେ । ତାଙ୍କ ମୃତ୍ୟୁର ତଦନ୍ତ ପାଇଁ ଏକ ସ୍ୱତନ୍ତ୍ର ତଦନ୍ତ ଦଳ (SIT) ଗଠନ କରାଯାଇଥିବାବେଳେ, ଏହି ମାମଲାରେ ପ୍ରତିଦିନ ଆଶ୍ଚର୍ଯ୍ୟଜନକ ଖୁଲାସା ହେଉଛି । ଏହାରି ଭିତରେ ତାଙ୍କ ବ୍ୟାଣ୍ଡମେଟ୍ ଶେଖର ଜ୍ୟୋତି ଗୋସ୍ୱାମୀଙ୍କ ଏକ ବୟାନ ଚାରିଆଡେ ହଇଚଇ ସୃଷ୍ଟି କରିଛି । ଗୋସ୍ଵାମୀ ଏକ ସାଂଘାତିକ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି…
