ନୂଆଦିଲ୍ଲୀ: ମେଡିସିନ୍ ପାଇଁ ସମ୍ମାନଜନକ ନୋବେଲ୍ ପୁରସ୍କାର ଘୋଷଣା । ୨୦୨୫ ବର୍ଷ ପାଇଁ ୩ ବୈଜ୍ଞାନିକଙ୍କୁ ମେଡିସିନ୍ରେ ନୋବେଲ୍ ପୁରସ୍କାର । ମ୍ୟାରି ଇ. ବ୍ରୋନ୍କୋ, ଫ୍ରେଡ୍ ରାମ୍ସଡେଲ୍, ସିମୋନ ଶାକାଗୁଚିଙ୍କୁ ନୋବେଲ୍ । ଶରୀରରେ ପ୍ରତିରୋଧକ ଶକ୍ତି ବୃଦ୍ଧିଜନିତ ମେଡିସିନ୍ ଗବେଷଣା ପାଇଁ ନୋବେଲ୍ । ରୟାଲ୍ ସ୍ୱିଡିଶ୍ ଏକାଡେମୀ ଅଫ୍ ସାଇନସେସ୍ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।
ପେରିଫେରାଲ ଇମ୍ୟୁନ ଟଲରେନ୍ସ (ଶରୀରର ବାହାର ଅଂଶରେ ରୋଗପ୍ରତିରୋଧକ ବ୍ୟବସ୍ଥାର ସହନଶୀଳତା) ସମ୍ପର୍କରେ ଗବେଷଣା ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଏହି ଗବେଷଣା ଶରୀରର ରୋଗପ୍ରତିରୋଧ ବ୍ୟବସ୍ଥାକୁ ବୁଝିବାରେ କ୍ରାନ୍ତି ଆଣିଛି । ଏହାଦ୍ଵାରା ରୁମାଟଏଡ ଆର୍ଥାରାଇଟିସ, ଟାଇପ-୧ ଡାଇବେଟିସ ଭଳି ରୋଗର ଚିକିତ୍ସା ପାଇଁ ପଥ ପରିଷ୍କାର କରିବ । ଏହି ଗବେଷଣା ଶରୀରର ରୋଗପ୍ରତିରୋଧ ବ୍ୟବସ୍ଥାକୁ ବୁଝିବାରେ କ୍ରାନ୍ତି ଆଣିଛି। ଏହାଦ୍ଵାରା ରୁମାଟଏଡ ଆର୍ଥାରାଇଟିସ, ଟାଇପ-୧ ଡାଇବେଟିସ ଭଳି ରୋଗର ଚିକିତ୍ସା ପାଇଁ ପଥ ପରିଷ୍କାର କରିବ।
